ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୩/୩: ସଦର ମହକୁମାସ୍ଥିତ କୋଶଲ କଳା ମଣ୍ଡଳ ପଡିଆ ରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ର ମିଳିତ ଆନୁକୂଲ୍ୟ ରେ ଲକ୍ଷପତି ଦିଦି ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ
Tag "Odisha"
ଭୁବନେଶ୍ୱର , ୧୩/୩ : ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଗିରଫ ହୋଇଥିବାଗୁରୁବାର ପ୍ରେସମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୧୮୫ କୋଟି ଟଙ୍କାର ବଡ଼
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୩ : ଵୁ ଧବାର ଦିନ ଦିବା ଘ.୧୧.୩୦ ମି. ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମାଜ କଲ୍ୟାଣ ବିଭାଗ ଅଧିନସ୍ଥ ସମନ୍ବିତ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା
ଭୁବନେଶ୍ୱର,୧୨/୩ : ହୋଲି ପାଇଁ ଅମାନିଆଙ୍କୁ କମିଶନରେଟ୍ ପୋଲିସର ଚେତାବନୀ । ଏଥର ମଦ ପିଇ ହୋଲି ଖେଳିଲେ ବନ୍ଧା ହେବ । ଏନେଇ ଭୁବନେଶ୍ୱର ଡିସିପି
ଭୁବନେଶ୍ୱର, ୧୨/୩ : ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ବୁଝାଇବା ପରେ ମାନିଲେ ସାମ୍ବାଦିକ । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୩ : (ମଙ୍ଗଳବାର) ଦିନ ୧୧ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ୍ ମୁର୍ଶୁଣ୍ଢ୧ ଖେଳ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷପତି ଦିଦିଙ୍କ
ନୂଆଦିଲ୍ଲୀ/ଭୁବନେଶ୍ୱର, ୧୨/୩ : ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବହୁ ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି-ଜାଗୃତି ଶୁକ୍ଳା। ଦୀର୍ଘ ଦିନର ବନ୍ଧୁତ୍ୱ ଶେଷରେ ସାତ ଜନ୍ମର ସମ୍ପର୍କରେ
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟମୁନିଗୁଡ଼ା, ୧୨/୩ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ପ୍ରେସ କ୍ଲବର ୧୯ତମ ବାର୍ଷିକ ଉତ୍ସବ ଆଜି ଶିରିଡି ସାଇ ଧାମ ପରିସର ଆଧ୍ୟାତ୍ମିକ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୩ : ସୋମବାର ବିଳମ୍ବିତ ରାତି ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ବଲାସିଙ୍ଗା ମହୁଲମୂଳ ମହିମା ଆଶ୍ରମ






