ଝାରସୁଗୁଡା,୧୦/୧: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ଓ ପୂର୍ବତନ ବିଜେଡି ବିଧାୟିକାଙ୍କ ଭାଇ ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ କଲା ସରେଇପାଲି ଥାନା ପୋଲିସ। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ।ସୂଚନା
Tag "Odisha"
ଭୁବନେଶ୍ୱର, ୧୦/୧ : ତ୍ରିଦିବସୀୟ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଉଦଯାପିତ ହୋଇଯାଇଛି । ମାତ୍ର ପ୍ରବାସୀ ଭାରତୀୟଙ୍କ ପାଇଁ ଖୋଲାଯାଇଥିବା ବିଭିନ୍ନ ଗ୍ୟାଲେରୀ ଏବେ ସାଧାରଣ ଜନତା ପାଇଁ ଖୋଲା ରହିବ । ଏ ନେଇ ସୂଚନା
ଝାରସୁଗୁଡ଼ା, ୧୦/୧ : ଝାରସୁଗୁଡ଼ାରେ ଦେଖିବାକୁ ମିଳିଛି ଏକ ପଲଟିକାଲ ହାଇଡ୍ରାମା। ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ମହାସମୁଦ ଜିଲ୍ଲା ଅନ୍ତର୍ଗତ ସରେଇପାଲି ଥାନା ପୁଲିସ ବିଶାଳଙ୍କୁ ଅଟକ ରଖିଛି
ଭୁବନେଶ୍ୱର, ୧୦/୧ : ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି।ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍
ଭୁବନେଶ୍ୱର, ୯/୧: ରାସନକାର୍ଡ ହିତାଧିକାରୀ ଆବେଦନକାରୀଙ୍କ ପାଇଁ ଏକ ଗୁରୁତ୍ୱ ପୂର୍ଣ୍ଣ ଖବର ଆସିଛି । ରାସକାର୍ଡ ସହିତ ଇ-କେୱାଇସି ଶେଷ ହେବା ପରେ ହିତାଧିକାରୀଙ୍କୁ ନୂତନ
ଭୁବନେଶ୍ୱର,୯/୧: ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଗଡ଼ିବ ସ୍ୱତନ୍ତ୍ର ବସ୍ । ଏବେ ଓଡ଼ିଶାବାସୀ ସିଧା ଓଡ଼ିଶାରୁ ବସି ଅଯୋଧ୍ୟାର କୁମ୍ଭମେଳାରେ ଓହ୍ଲାଇବେ। ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବାକୁ
ଭୁବନେଶ୍ୱର,୯/୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି।ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ
ପୁରୀ,୯/୧ : ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ






