କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪ /୬ : ବୌଦ୍ଧ ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ଏକ ସ୍ପେଶାଲ୍ ଡ୍ରାଇଭ୍ ବେଳେ ପ୍ରାୟ ୧୬ କିଲୋଗ୍ରାମ ଗଞ୍ଜେଇ ସହ ଜଣେ ମହିଳା ଅଭିଯୁକ୍ତଙ୍କୁ ଗିରଫ
Tag "Odisha"
ଭୁବନେଶ୍ୱର, ୪/୬ : ଓଡ଼ିଶାରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ନିକଟରେ ସେ ରାଜ୍ୟସଭା ସଦସ୍ୟ
ଭୁବନେଶ୍ୱର, ୪/୬ : ପ୍ରଖ୍ୟାତ କବି, ଲେଖକ ତଥା ପ୍ରଶାସକ ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ହୋଇଛି। ୯୦ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଅନ୍ୟତମ
ଭୁବନେଶ୍ୱର, ୪/୬ : ଉପକୂଳ ସୁରକ୍ଷା ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶ। ରାଜ୍ୟର ଅର୍ଥନୈତିକ ବିକାଶ, ସାମୁଦ୍ରିକ ବାଣିଜ୍ୟ ଏବଂ ଜନସୁରକ୍ଷା ସହ ଏହା ନିବିଡ଼ ଭାବେ ସମ୍ପୃକ୍ତ।ଓଡ଼ିଶା ପୋଲିସର ଉପକୂଳ ସୁରକ୍ଷା ଶାଖା ପକ୍ଷରୁ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩/୬ : ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସଭା ଗୃହରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୂପଶ୍ରୀ ରାଣୀ ଗୁମାନସିଂଙ୍କ ଅଧ୍ୟକ୍ଷତାରେ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୬ : ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ଖକ୍ଷରଡ଼ା ସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା କୃଷି ବିଭାଗର
ବ୍ରହ୍ମପୁର, ୩/୬: କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ଘଟଣାରେ ବଡ଼ ଆକ୍ସନ । ବଦଳିଲେ ଗଞ୍ଜାମ ପୋଲିସ ଜିଲ୍ଲାର ୫୨ ପୋଲିସ କର୍ମଚାରୀ । କବିସୂର୍ଯ୍ୟନଗର ଥାନାରେ କାର୍ଯ୍ୟରତ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୬/୬: ଖୋରଧା ମେଡିକାଲ ପରିସରରେ ଜଣେ ଗୃହରକ୍ଷୀଙ୍କୁ ଆକ୍ରମଣ ଘଟଣାରେ ଆଦର୍ଶ ଥାନା ପୁଲିସ ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ଦ୍ୱୟ






