ଭୁବନେଶ୍ୱର,୩/୧୧: ବିଜେଡିକୁ ପୁଣି ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ନବୀନଙ୍କ ନୂଆପଡ଼ା ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଲଚଲ ହୋଇଛି ରାଜନୀତି। ଶ୍ରୀମୟୀ ବିଜେଡିକୁ ଟାଇଟନିକ୍ ପରି ସମ୍ପୂର୍ଣ୍ଣ ବୁଡ଼ାଇବା ପାଇଁ ବିଶ୍ୱସ୍ତରୀୟ ଯୋଜନା କରାଯାଉଥିବା କହି ଟାର୍ଗେଟ
Tag "Odisha"
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୨/୧୧ : ଜିଲ୍ଲା ଓକିଲ ସଙ୍ଘ ସମୂହ ସଭାପତି, ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତାଙ୍କର ଗୁରୁତ୍ବପୂର୍ଣ୍ଣ ବୈଠକ ଜିଲ୍ଲା ଓକିଲ ସଙ୍ଘ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଦଶପଲ୍ଲା ସତସଙ୍ଗ ବିହାରଠାରେ
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା , ୨/୧୧ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ସ୍ନାତକ ମହାବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୫ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ସୌଜନ୍ୟ ଓ ମୁନିଗୁଡ଼ା ବ୍ଲକ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୧ : ଗୋଷ୍ଟି ଜଙ୍ଗଲ , ବୃଦ୍ଧି ଓ ପରିଚାଳନା ପାଇଁ ଜନ ସଚେତନତା ଅଭିଯାନ ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ଅନୁଷ୍ଠାନ , “ମହିଳା ବିକାଶ ପ୍ରତିଷ୍ଠାନ” ପକ୍ଷରୁ ଜିଲ୍ଲାର ରାୟଗଡ଼ ବ୍ଲକ୍
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୧ : ରବିବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ପୋଲିସ ପକ୍ଷରୁ ଟାଉନ ହଲ୍ ଠାରେ ସାଇବର ସୁରକ୍ଷା ଅଭିଯାନ ସଭା
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୧୧ : ଆଜି ସକାଳେ ଖୋର୍ଦ୍ଧା ପୁଲିସ ଦ୍ୱାରା “ସାଇବର ସୁରକ୍ଷା ସଚେତନତା ୱାକାଥନ୍” ଆୟୋଜିତ କରାଯାଇଥିଲା। ଯାହାର ଉଦ୍ଦେଶ୍ୟ ଥିଲା
ଭୁବନେଶ୍ୱର,୨/୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ ର-କଣଉ ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରିଛନ୍ତି। ଏହି ଅବଧି ଆସନ୍ତା ଡିସେମ୍ବର ୩୧ ତାରିଖ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨/୧୦ : (ଶନିବାର) ଦିନ ଦିବା ୧୧ ଘଟି କା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଦୁର୍ନୀତି
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୨/ ୧୧: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଖଣ୍ଡରା ଗାଁରେ ଗାର୍ଡ ଅଫ୍ ଅନର ପରେ ସହିଦ ଯବାନ ଚିତ୍ତରଞ୍ଜନ






