ବାଲିକୁଦା,୨୨/୭ : ଜଗତ୍ସିଂହପୁର ଜିଲା ସଦର ଥାନା ଅଞ୍ଚଳରେ ଜଣେ ଅନୁସୂଚିତ ଜାତିର ଯୁବତୀଙ୍କୁ ସୋମବାର ରାତିରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି।ଯୁବତୀ ଜଣକ ଘରୁ






