କଟକ, ୨୭/୭: ଘାରିଲା ଗିରଫଦାରୀର ଭୟ। ଗିରଫ ଆଶଙ୍କାରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଅଭିନେତା ବାବୁସାନ। ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି।ପତ୍ନୀ ତ୍ରିପ୍ତିଙ୍କ ପକ୍ଷରୁ ଦାୟର ଏତଲାରେ ବାବୁସାନ ଅଭିଯୁକ୍ତ ଅଛନ୍ତି। ତାଙ୍କ ନାଁରେ ଦଫା ୪୯୮(କ), ୫୦୬ ମାମଲା