ବାରିପଦା, ୧୭/୩: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଏକର ଏକର ଜମିରେ ଚାଲିଛି କୋଟି କୋଟି ଟଙ୍କାର ଅଫିମ ଚାଷ। ଅଭୟାରଣ୍ୟର କୋର୍ ଅଞ୍ଚଳରେ ବର୍ଷ ବର୍ଷ ଧରି ଚାଲିଥିବା ନିଶାଦ୍ରବ୍ୟର ଏହି ଫସଲ ବିଷୟରେ ଜାଣିବା ପରେ