Indus Valley Times

Tag "Paralakhemundi"

ଗଜପତି: ଓଡ଼ିଶାର ସ୍ଥାୟୀ ରଙ୍ଗମଞ୍ଚର ପ୍ରାଣ ପ୍ରତିଷ୍ଠାତା ତଥା ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୬ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ କବିତା ପାଠୋତ୍ସବ , ଆଲୋଚନା ଚକ୍ର ଓ ପୁସ୍ତକ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୨: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଓଡ଼ିଶାର

Read Full Article

ଗଜପତିରେ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ, ଛାତ୍ରଛାତ୍ରୀଙ୍କୁ ଦେଲେ ସଫଳତାର ମନ୍ତ୍ର

ପାରଳାଖେମୁଣ୍ଡି, ୨୩/୧: ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଆଜି ଦିନିକିଆ ଗଜପତି ଗସ୍ତ କରିଛନ୍ତି। ସେ ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ

Read Full Article

କୁଆଡେ ଗଲେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ? ଏନବିଡବ୍ଲୁ ପରେ ବି ପତ୍ତା ପାଉନି ପୋଲିସ

    କୁଆଡେ ଗଲେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ? ଏନବିଡବ୍ଲୁ ପରେ ବି ପତ୍ତା ପାଉନି ପୋଲିସ

ପାରଳାଖେମୁଣ୍ଡି,୪/୭: ପାରଳାଖେମୁଣ୍ଡି ଇଉୠ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୁଲିସ। କୋର୍ଟଙ୍କ ଜାମିନ ବିହୀନ ଗିରଫ ପରୱାନା ପରେ ପୁଲିସ ବିଦ୍ୟାଭାରତୀଙ୍କୁ ଖୋଜିବାକୁ କପ୍ତିପଦା ଗୌଡ଼ ଗାଁକୁ ୨ ଥର ଯାଇ ଖାଲି ହାତରେ ଫେରିଥିବା

Read Full Article

ଏସିଏଫଓ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ପତ୍ନୀ ବିଦ୍ୟାଭାରତୀ ଏବଂ ଡିଏଫଓ ସଂଗ୍ରାମଙ୍କ ନାଁରେ ଜାରି ହେଲା ଏନବିଡବ୍ଲୁ

    ଏସିଏଫଓ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ପତ୍ନୀ ବିଦ୍ୟାଭାରତୀ ଏବଂ ଡିଏଫଓ ସଂଗ୍ରାମଙ୍କ ନାଁରେ ଜାରି ହେଲା ଏନବିଡବ୍ଲୁ

ପାରଳାଖେମୁଣ୍ଡି ,୩୦/୬: ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ NBW । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଊୠଙ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି। ୩

Read Full Article

କାଳ ହେଲା ଏକ୍ସପାଏରୀ ମେଡିସିନ, ୩ମାସ କଲବଲ ହୋଇ ଆଖି ବୁଜିଲା ଶିଶୁ

    କାଳ ହେଲା ଏକ୍ସପାଏରୀ ମେଡିସିନ, ୩ମାସ କଲବଲ ହୋଇ ଆଖି ବୁଜିଲା ଶିଶୁ

ପାରଳାଖେମୁଣ୍ଡି,୬/୬: ଶିଶୁ ମୃତ୍ୟୁ ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ। ଅଙ୍ଗନବାଡ଼ି କେନ୍ଦ୍ର ପକ୍ଷରୁ ଗତ ଏପ୍ରିଲ ୧୧ତାରିଖରେ ଦିଆଯାଇଥିବା ଏକ୍ସପାର ଭିଟାମିନ ଔଷଧ ଖାଇ ପାରଳାଖେମୁଣ୍ଡି ଉପକଣ୍ଠ

Read Full Article

ପୋଖରୀରୁ ମିଳିଲା ୨୫ ଲକ୍ଷ ଟଙ୍କାର ରକ୍ତ ଚନ୍ଦନ କାଠ ଗଣ୍ଡି, ଓଜନ ୫୩୮ କିଲୋ

    ପୋଖରୀରୁ ମିଳିଲା ୨୫ ଲକ୍ଷ ଟଙ୍କାର ରକ୍ତ ଚନ୍ଦନ କାଠ ଗଣ୍ଡି, ଓଜନ ୫୩୮ କିଲୋ

ପାରଳାଖେମୁଣ୍ଡି,୨୪/୪ : ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି

Read Full Article

ବାଇକ୍‌କୁ ପିଟିଲା ମୋହନା ବିଡିଓଙ୍କ ଗାଡି, ଚାଲିଗଲା ଜୀବନ

ପାରଳାଖେମୁଣ୍ଡି,୨୧/୨: ଗଜପତି ଜିଲ୍ଲା ମୋହନାଠାରୁ ପାରଳାଖେମୁଣ୍ଡିକୁ ଆସୁଥିବା ମୋହନା ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଗାଡ଼ି ଜଣେ ଗାଡ଼ି ଚାଳକଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରେ ଗାଡ଼ି

Read Full Article

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ରେଡ୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ରେଡ୍

ପାରଳାଖେମୁଣ୍ଡି,୧୭/୧୨: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶନିବାର ଗଜପତି ଜିଲ୍ଲାର ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Read Full Article

ଗଜପତି: ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୦/୧୧:ଗଜପତି ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସର\’ରେ ଆଜି ଜିଲ୍ଲା କୃଷି ଓ

Read Full Article

ଚିକିତ୍ସା ଅବହେଳାରୁ ଶିଶୁ ମୃତ ! ହସ୍ପିଟାଲରେ ଶବ ରଖି ଉତ୍ତେଜନା

    ଚିକିତ୍ସା ଅବହେଳାରୁ ଶିଶୁ ମୃତ ! ହସ୍ପିଟାଲରେ ଶବ ରଖି ଉତ୍ତେଜନା

ପାରଳାଖେମୁଣ୍ଡି,୧୧/୧୦: ଡାକ୍ତରଖାନାରେ ଡାକ୍ତର ଉପସ୍ଥିତ ନ ଥିବାରୁ ନର୍ସ କରୁଥିଲେ ଚିକିତ୍ସା। ଚିକିତ୍ସା ଅବହେଳାରୁ ଚାଲିଗଲା ୨ବର୍ଷର ଶିଶୁର ଜୀବନ। ଏଭଳି ଅଭିଯୋଗ ଆଣିଛନ୍ତି ଶିଶୁର ପରିବାର

Read Full Article
1 2 3 7

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031