ଭୁବନେଶ୍ୱର,୧୩/୪: ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି ଦେଲେ ରାଜ୍ୟ ସରକାର। ତାଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ୬୨ ବର୍ଷ ବୟସ ହେଲା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିବେ।୨୦୨୧ ଡିସେମ୍ୱର