ଭୁବନେଶ୍ବର, ୧୦/୮ : ଓଡିଶାରେ ୬ଟି ରେଳ ପ୍ରକଳ୍ପ ଆରମ୍ଭ ହେବ। ଏଥି ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। କେନ୍ଦ୍ର ସରକାର ଦକ୍ଷିଣ ଓଡ଼ିଶା ସହ ପଶ୍ଚିମ ଓଡିଶାର ସଂଯୋଗ ଓ ଉତ୍ତର ଓଡିଶାରେ କେନ୍ଦୁଝର ମୟୂରଭଞ୍ଜ ସହ ଝାଡଖଣ୍ଡକୁ