ଭୁବନେଶ୍ୱର,୧୫/୧୦: ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ରାଶନକାର୍ଡରେ