କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୪: ବୌଦ୍ଧଜିଲ୍ଲା ପୂର୍ବତନ ସୈନିକ ସଂଘ ପକ୍ଷରୁ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରକ୍ଷାମନ୍ତ୍ରୀଙ୍କ ପ୍ରଦାନ କରାଯାଇଛି । ଦାବିପତ୍ରଟିକୁ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଗ୍ରହଣ କରିଥିଲେ ।ଦାବିପତ୍ରରେ ପୂର୍ବତନ ସୈନିକମାନଙ୍କର ଓଆରଓପି-୨ରେ ବହୁତ
Tag "reports by kambhudhara kheti"
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୈାଦ୍ଧ,୩/୪:ଆଜି ଉତ୍କଳ ଦିବସ ଅବସରରେ ବୌଦ୍ଧ ଜିଲ୍ଲା କ୍ରିକେଟ୍ ଆସୋସିଏସନ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧସହର ସ୍ଥିତ ସେଣ୍ଟ୍ ଜାଭିୟର୍ସ ପବ୍ଲିକ୍ ସ୍କୁଲରେ ଅନୁଷ୍ଠିତ ଉକ୍ତ ରକ୍ତଦାନ ଶିବିରକୁ ଜିଲ୍ଲାପାଳ ସତ୍ୟ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ; ୧/୪ : ବିଭିନ୍ନ ଜଟିଳ ରୋଗରେ ପିଡିତ ଥିବା ୫ ଜଣଙ୍କୁ ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ କଟକ ବଡ ମେଡିକାଲକୁ ପଠାଯାଇଛି । ବିଭିନ୍ନ ଅଭିଯୋଗ ଶୁଣାଣି ଶିବିରରେ ଏହି ରୋଗୀମାନେ ପିଡିତ ଥିବା