ଭୁବନେଶ୍ବର,୩୧/୭: ରାଜଧାନୀ ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆରଏମ୍ଆରସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏନେଇ ଆରଏମ୍ଆରସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।ଶ୍ରୀମତୀ ପତି କହିଛନ୍ତି ଯେ, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଜୁଲାଇ ୩୦ ତାରିଖରେ ଏନେଇ ଏକ