ଭୁବନେଶ୍ୱର, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା ଉପରେ କ୍ୟାବିନେଟ ଅନୁମୋଦନ ମିଳିଛି ।ଏଣିକି ବୁଣାକାର ୨ହଜାରରୁ ଅଢ଼େଇ ହଜାର