ଭୁବନେଶ୍ୱର,୨୦/୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ATM ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା