କେନ୍ଦୁଝର, ୩୦/୧୨ : ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସି ରେଳ ଟ୍ରାକ୍ ଉପରେ ପଡ଼ିଲା ଟ୍ରକ୍। ତେବେ କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଗୁରୁବେଡ଼ା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଟ୍ରକ୍
Tag "TRUCK ACCIDENT"
ଭବାନୀପାଟଣା, ୨୮/୧୨ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପାସ୍ତିକୁଡ଼ି ନିକଟରେ ଶନିବାର ଭୋର ୪ଟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ଟ୍ରକ୍ ମଧ୍ୟରେ ଧକ୍କା ଘଟି ଅଗ୍ନିକାଣ୍ଡ ହୋଇଛି। ଏଥିରେ ଜଣେ ଟ୍ରକ୍ ଡ୍ରାଇଭର ଏବଂ






