ଭୁବନେଶ୍ବର,୧/୧୧: ରାଜ୍ୟ ସରକାର ଡିଜିଟାଲ ମାଧ୍ୟମରେ ଶିକ୍ଷାର ବିକାଶକୁ ଗୁରୁତ୍ବ ଦେଉଛନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଇ-ଲାଇବ୍ରେରି ସହିତ କମ୍ପ୍ୟୁଟର ଲ୍ୟାବ୍ (ପ୍ରୟୋଗଶାଳା) ଖୋଲିବା ପରେ ଏବେ ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ ପରିସରକୁ ୱାଇଫାଇ କରିବା ପାଇଁ ପ୍ରସ୍ତୁତି ଆରମ୍ଭ