Legatus

Tag "woman injured in firing at nilagiri"

ଘରେ ପଶି ମହିଳାଙ୍କୁ ଗୁଳିମାଡ଼, ପୋଲିସ ଖୋଜୁଛି କାରଣ

    ଘରେ ପଶି ମହିଳାଙ୍କୁ ଗୁଳିମାଡ଼, ପୋଲିସ ଖୋଜୁଛି କାରଣ

ବାଲେଶ୍ୱର,୬/୧୨ : ଘରେ ପଶି ମହିଳାଙ୍କୁ ଅଖିବୁଜା ଗୁଳିମାଡ଼ କରି ଛୁ ମାରିଲେ ଦୁର୍ବୃତ୍ତ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବରହମପୁର ଥାନା ଅନ୍ତର୍ଗତ ରାଇପାଳ ଗାଁରେ। ମହିଳାଙ୍କ ଜଣଙ୍କ ହେଲେ ଲକ୍ଷ୍ମୀ ମୁର୍ମୁ। ତାଙ୍କ ଦେହରେ ୩ଟି ଗୁଳି ବାଜିଛି।

Read Full Article

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31