Indus Valley Times

ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

 Breaking News

ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

January 06
19:48 2025

ଭୁବନେଶ୍ୱର, ୬/୧ : ହ୍ୟୁମାନ ମେଟାନିମୋ ଭାଇରସ ସଂଗଠନ ଏପର୍ଯ୍ୟନ୍ତ ପୁଷ୍ଟି କରିନାହିଁ । ଭାରତ ସରକାର ମଧ୍ୟ ଏନେଇ କୌଣସି ଆଡଭାଇଜରି ଜାରି କରିନାହାନ୍ତି । ତେବେ ଯେକୌଣସି ସ୍ଵାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । କୋଭିଡ ଆମକୁ ବହୁତ୍ ଜିନିଷ ଶିଖାଇ ଦେଇଛି ।ଏହି ବୈଠକରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜନ ସ୍ଵାସ୍ଥ୍ୟ ନିର୍ଦେଶକ , ଡ଼ିଏମିଇଟିଙ୍କ ସହ ଆରଏମଇସିର ଡ଼ାଇରେକ୍ଟର ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031