Indus Valley Times

କାର୍‌କୁ ଧକ୍କା ଦେଇ ଡିଭାଇଡରରେ ଚଢ଼ିଗଲା ସ୍କୁଲ ବସ୍

 Breaking News

କାର୍‌କୁ ଧକ୍କା ଦେଇ ଡିଭାଇଡରରେ ଚଢ଼ିଗଲା ସ୍କୁଲ ବସ୍

December 20
11:57 2024

ରାଉରକେଲା,୨୦/୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍‌ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସେକ୍ଟର-୩ ଥାନା ରାଉରକେଲା ହାଉସ୍ ଛକ ନିକଟରେ ବସ୍‌ଟି ଏକ କାରକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଯାଇଥିଲା। ବସ୍‌ର ସମ୍ମୁଖ ଭାଗ ଭାଙ୍ଗି ଯାଇଥିବାବେଳେ ସମସ୍ତ ଛାତ୍ରୀଛାତ୍ର ସୁରକ୍ଷିତ ଥିବା ଜଣାପଡ଼ିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930