Indus Valley Times

ଜଳଯୋଗଣା ଅଧିକାରୀଙ୍କୁ ପଞ୍ଜାୟତିରାଜ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ଏଣିକି କାମରେ ବିଳମ୍ବ ହେଲେ ଦରମା ବନ୍ଦ

 Breaking News

ଜଳଯୋଗଣା ଅଧିକାରୀଙ୍କୁ ପଞ୍ଜାୟତିରାଜ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ଏଣିକି କାମରେ ବିଳମ୍ବ ହେଲେ ଦରମା ବନ୍ଦ

ଜଳଯୋଗଣା ଅଧିକାରୀଙ୍କୁ ପଞ୍ଜାୟତିରାଜ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ; ଏଣିକି କାମରେ ବିଳମ୍ବ ହେଲେ ଦରମା ବନ୍ଦ
July 25
18:01 2025

ଭୁବନେଶ୍ୱର,୨୫/୭:ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଇଛନ୍ତି। ସେ କହିଛନ୍ତି, ସବୁ ଘରକୁ ଘର ଜଳ ବ୍ୟବସ୍ଥା ହୋଇଛି। ଅଗଷ୍ଟରେ ୨୧, ସେପ୍ଟେମ୍ବରରେ ୧୧ ଓ ଡିସେମ୍ବରରେ ୨୨ଟି ପ୍ରକଳ୍ପ ଶେଷ ହେବ।
ଏବର୍ଷ ୨୦ ହଜାର ୮୯୧ଟି ନଳକୂପ ଖନନ ହୋଇଛି। ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୭ହଜାର ୫୭୦ ନଳକୂପ ଖୋଳାଯାଇଛି। ବଳକା ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ। ଏଜେନ୍ସି ପାଇଁ ସବୁଦିନ ପେନାଲ୍ଟି ରହୁଛି, ବିଳମ୍ବ ହେଲେ ନୋଟିସ କରାଯାଉଛି। ଏଣିକି କାମ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ ବୋଲି ମନ୍ତ୍ରୀ କହିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031