Indus Valley Times

ନୀତି ଆୟୋଗର ବୈଠକରେ ଏତିକି ଦାବି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

 Breaking News

ନୀତି ଆୟୋଗର ବୈଠକରେ ଏତିକି ଦାବି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

July 27
19:31 2024

ଭୁବନେଶ୍ୱର,୨୭/୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି।
ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍, ଭିତ୍ତିଭୂମି, ଶ୍ରୀଘ୍ର ମଞ୍ଜୁରୀ ପ୍ରଦାନ ପାଇଁ ଦାବି କରିଛନ୍ତି। ଏହା ସହିତ ବିପର‌୍ୟ୍ୟୟ ପ୍ରତିରୋଧୀ ବିଦ୍ୟୁତ୍, ଟେଲିକମ୍ ଭିତ୍ତିଭୂମି ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାବି ଜଣାଇଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930