Indus Valley Times

ନୂଆପଡ଼ା ନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜୁ ଜନତା ଦଳ

 Breaking News

ନୂଆପଡ଼ା ନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜୁ ଜନତା ଦଳ

ନୂଆପଡ଼ା ନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜୁ ଜନତା ଦଳ
October 15
19:43 2025

ଭୁବନେଶ୍ୱର/ନୂଆପଡ଼ା,୧୫/୧୦ : ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବରୁ ସ୍ନେହାଙ୍ଗିନୀ ଅତାବିରା ବିଧାୟିକା ଥିଲେ।
ସୂଚନା ଥାଉକି, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରୁଥିଲେ। ଶେଷରେ ସମସ୍ତଙ୍କୁ ଚମକାଇ ସ୍ନେହାଙ୍ଗିନୀ ପ୍ରାର୍ଥୀ କରିଛି ବିଜେଡି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031