Indus Valley Times

ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର

 Breaking News

ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର

ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
February 18
17:29 2025

ଭୁବନେଶ୍ୱର,୧୮/୨ : IAS ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। CBI ରେଡ ପ୍ରତିବାଦରେ ଇସ୍ତଫା ଦେଇଥିବା ସୂଚନା ମିଳିଛି।
ଏନେଇ ଏକ ହାତଲେଖା ଚିଠି ଗଣମାଧ୍ୟମ ହାତରେ ଲାଗିଛି। ମୁଖ୍ୟ ଶାସନ ସଚିବଙ୍କୁ ବିଷ୍ଣୁପଦ ଲେଖିଥିବା ସୂଚନା ମିଳିଛି।
ସିବିଆଇ ରେଡକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ଏତଲା ନ ଥାଇ କାହିଁକି ରେଡ ବୋଲି ସେ ଉକ୍ତ ଚିଠିରେ ଲେଖିଛନ୍ତି। ମାନ ସମ୍ମାନ ହାନି ହୋଇଥିବା ଚିଠିରେ ଲେଖାଯାଇଛି।
ମୋ ଘରେ ଜୋରଜବରଦସ୍ତ ରେଡ ଚାଲିଛି । ଏହା ଏକ ଷଡଯନ୍ତ୍ର ଭଳି ଲାଗୁଛି। ବ୍ରିଜ ଆଣ୍ଡ ରୁଫ କମ୍ପାନୀ ସହିତ ମୋର କୌଣସି ସମ୍ପର୍କ ନାହିଁ । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ମୋର କିଛି ଦୋଷ ନାହିଁ ବୋଲି ବିଷ୍ଣୁପଦ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031