Indus Valley Times

ପୁଷ୍କରା, ମାଇଁ ସୁଇଟ୍ ହାଉସ୍ ୱାଇଫ୍ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

 Breaking News

ପୁଷ୍କରା, ମାଇଁ ସୁଇଟ୍ ହାଉସ୍ ୱାଇଫ୍ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍ ହାଉସ୍ ୱାଇଫ୍ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର
June 25
19:32 2026

ଭୁବନେଶ୍ୱର,୨୫/।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍ ୱାଇଫ୍ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।
ପୁଷ୍କରାର ଅଭିନେତ୍ରୀ ସୁପ୍ରିୟାଙ୍କୁ ୨୦୨୩ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ବିବେଚନା କରାଯାଇଥିବା ବେଳେ ହରିହର ମହାପାତ୍ର ୨୦୨୩ର ଶ୍ରେଷ୍ଠ ଅଭିନେତା । ଅନ୍ୟପଟେ ମାଇଁ ସୁଇଟ୍ ହାଉସ୍ ୱାଇଫ୍ ପାଇଁ ନୈନା ଦାସ ଶ୍ରେଷ୍ଠ ଅଭିନେତ୍ରୀ ।
ଧୋରେ ବାବୁ ଧୋ’ ପାଇଁ ହରିହର ମହାପାତ୍ର ୨୦୨୩ର ଶ୍ରେଷ୍ଠ ଅଭିନେତା । ସେହିପରି ମୋ ବୋଉ ମୋ ଗାଁକୁ ପ୍ରାମାଣିକ ଚଳଚ୍ଚିତ୍ର ସମ୍ମାନ ନେଇ ଘୋଷଣା କରାଯାଇଛି ।’ପାବାର’ ଚଳଚ୍ଚିତ୍ର ପାଇଁ ବାବୁସାନ୍ ଶ୍ରେଷ୍ଠ ଅଭିନେତା ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031