Indus Valley Times

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

 Breaking News

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ
January 21
20:10 2025

ଭୁବନେଶ୍ୱର,୨୧/୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ।
ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ।
ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930