Indus Valley Times

ବଢ଼ିବନି ସୁନାବେଶ ଦର୍ଶନ ସମୟ

 Breaking News

ବଢ଼ିବନି ସୁନାବେଶ ଦର୍ଶନ ସମୟ

ବଢ଼ିବନି ସୁନାବେଶ ଦର୍ଶନ ସମୟ
July 17
16:29 2024

ପୁରୀ,୧୭/୭: ଏବର୍ଷ ସୁନାବେଶ ଦର୍ଶନ ସମୟ ବଢ଼ିବନି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଯେଉଁ ସମୟ ନିର୍ଘଣ୍ଟ ହୋଇଛି ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ।
ରାତି ୧୧ଟାରେ ସୁନାବେଶ ଦର୍ଶନ ବନ୍ଦ ହେବ। କାଲି ରତ୍ନଭଣ୍ଡାର ଖୋଲିବାକୁ ଥିବା ବେଳେ ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ। ତେଣୁ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢ଼ୀ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031