Indus Valley Times

ବୃତ୍ତି ପରୀକ୍ଷାରେ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ

 Breaking News

ବୃତ୍ତି ପରୀକ୍ଷାରେ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ

ବୃତ୍ତି ପରୀକ୍ଷାରେ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର କୃତିତ୍ୱ
February 21
08:48 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୨୧/୨ : ଚଳିତ ବର୍ଷ ୨୦୨୫-୨୬ ଶିକ୍ଷାବର୍ଷର ବୃତ୍ତି ପରୀକ୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସୁଲଗ୍ନା ପଣ୍ଡା ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ ତୃତୀୟ ଶ୍ରେଣୀର ଛାତ୍ର ଶ୍ରୀବର୍ଦ୍ଧନ ମଲ୍ଲିକ ଷଷ୍ଠ ସ୍ଥାନ ଅଧିକାର କରି କୃତିତ୍ୱ ଅର୍ଜନ କରିଛନ୍ତି ।
ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରେରଣା ଓ ଅଭିଭାବକଙ୍କ ଆଶ୍ରିବାଦ ହିଁ ଶ୍ରେୟ ଅଟେ ଦୁହେଁ ନିଜ ମତ ପ୍ରକାଶ କରିଛନ୍ତି । ଏହି ଦୁହିଁଙ୍କର ଉଜ୍ଜଳ ଭବିଷ୍ୟତ କାମନା ପାଇଁ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ମାଁ ପାଟ୍ଟଖଣ୍ଡାଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31