Indus Valley Times

ବୋରଓ୍ବେଲ୍‌ର ୧୫ ଫୁଟ ତଳେ ପଡିଲା ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

 Breaking News

ବୋରଓ୍ବେଲ୍‌ର ୧୫ ଫୁଟ ତଳେ ପଡିଲା ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

December 12
17:52 2023

ସମ୍ବଲପୁର,୧୨/୧୨: ପୁଣି ଏକ ଅଭାବନୀୟ ଘଟଣା। ବୋର୍ ୱେଲ ଭିତରେ ପଡ଼ିଲା ଶିଶୁ। ସମ୍ବଲପୁର ରେଙ୍ଗାଲି ନିକଟ ଲାରିପାଲିରେ ଏକ ବୋର୍ ୱେଲରେ ଶିଶୁଟି ପଡିଥିବା ଦେଖିବାକୁ ମିଳିଛି।
ପଡ଼ିଥିବା ଶିଶୁଟି ନବଜାତ ହୋଇଥିବା ସନ୍ଦେହ କରାଯାଉଛି। ଶିଶୁଟିକୁ କେହି ଆଣି ଏଠାରେ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିବା ବେଳେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛି ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30