Legatus

ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ସ୍କଚ ଆୱାର୍ଡ

 Breaking News

ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ସ୍କଚ ଆୱାର୍ଡ

August 27
09:48 2023

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୭/୮: ନୂଆଦିଲ୍ଲୀର Constitution Club of India ଠାରେ ଆଜି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏହି ସମ୍ମାନ ଗ୍ରହଣ କରିଛନ୍ତି ।
ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏବଂ ଜିଲା ହସ୍ତତନ୍ତ ସହକାରୀ ନିର୍ଦ୍ଦେଶକ ବିନାୟକ ପୃଷ୍ଟି ନୂଆଦିଲ୍ଲୀ ରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇଛନ୍ତି କ୍ଷ ୨୦୨୩ ମସିହା ପାଇଁ ବିଭିନ୍ନ କ୍ଷେତ୍ର ରେ ଉଲେଖନୀୟ କାର୍ଯ୍ୟ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ବୌଦ୍ଧ ଜିଲାରେ ହସ୍ତତନ୍ତ ଉନ୍ନୟନ କାର୍ଯ୍ୟକ୍ରମରେ ଉତ୍କର୍ଷ କାମ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।
ବୌଦ୍ଧ ଜିଲାର ପାଟ ଲୁଗା, ମଠା ଲୁଗା, ମନମୁଣ୍ଡିଆ ଗାମୁଛା, ମର୍ଜାକୁଦିଆ ଗାମୁଛା ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି ।
ବୌଦ୍ଧ ବୁଣାକାରମାନଙ୍କ ଉନ୍ନତି ଓ ଉତ୍ପାଦିତ ବସ୍ତ୍ରର ବିକ୍ରୟ ସୁବିଧା ପାଇଁ ବୃହତ ବୁଣାକାର ବଜ଼ାର ପ୍ରଶାସନ ଦ୍ୱାରା ଆରମ୍ଭ କରାଯାଇ ପରିଚାଳନା କରାଯାଉଛି ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31