Indus Valley Times

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

 Breaking News

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

February 26
11:27 2026

ଭୁବନେଶ୍ୱର,୨୬/୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ କରାଯିବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031