Indus Valley Times

ମେ ୨୬ରେ ସାବିତ୍ରୀ ଛୁଟି, ୨୭ରେ ଖୋଲା ରହିବ ସରକାରୀ କାର୍ଯ୍ୟାଳୟ

 Breaking News

ମେ ୨୬ରେ ସାବିତ୍ରୀ ଛୁଟି, ୨୭ରେ ଖୋଲା ରହିବ ସରକାରୀ କାର୍ଯ୍ୟାଳୟ

ମେ ୨୬ରେ ସାବିତ୍ରୀ ଛୁଟି, ୨୭ରେ ଖୋଲା ରହିବ ସରକାରୀ କାର୍ଯ୍ୟାଳୟ
May 23
12:06 2025

ଭୁବନେଶ୍ୱର,୨୩/୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭କୁ ସ୍ଥିରହୋଇଥିଲା।
ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି। ଫଳରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031