ରାଜଧାନୀରେ ଅଘଟଣ; ମଝିରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ଆମ ବସ୍
January 10
10:50
2026
ଭୁବନେଶ୍ବର, ୧୦/୧: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍। ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ।
ଏହାପରେ ବସ୍ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।






