Indus Valley Times

ରାଜ୍ୟକୁ ଆସିବ ଶିଳ୍ପ, ୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟକୁ ଆସିବ ଶିଳ୍ପ, ୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

November 16
11:13 2024

ଭୁବନେଶ୍ୱର, ୧୬/୧୧ : ଆଜିଠାରୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ। ରାଜ୍ୟକୁ ପୁଞ୍ଜି ଆଣିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିଛନ୍ତି। ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଲାଗି ସେ ଉଚ୍ଚସ୍ତରୀୟ ବୈଠକରେ ଭାଗ ନେବେ।
ଏହାସହିତ ସିଙ୍ଗାପୁର ଉପ ପ୍ରଧାନମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧିକାରୀମାନଙ୍କୁ ଭେଟିବେ। ସେ ସିଙ୍ଗାପୁର ଯିବା ପୂର୍ବରୁ କହିଛନ୍ତି କି ସିଙ୍ଗାପୁରର ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରାଯିବ। \’ନିବେଶ ପାଇଁ ଓଡ଼ିଶା ସମ୍ପର୍ଣ୍ଣ ପ୍ରସ୍ତୁତ, ନିବେଶକଙ୍କୁ ଭରପୂର ସୁଯୋଗ ମିଳିବ। ବ୍ୟବସାୟ ପାଇଁ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା। ଓଡ଼ିଶାର ପ୍ରାକୃତିକ ଓ ମାନବ ସମ୍ବଳ ଆଦି ବିଷୟରେ ଆଲୋଚନା ହେବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31