Indus Valley Times

‘ରାମ ନାମ ସତ୍ୟ ହେ’ରେ କମ୍ପିଲା ବିଧାନସଭା, ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

 Breaking News

‘ରାମ ନାମ ସତ୍ୟ ହେ’ରେ କମ୍ପିଲା ବିଧାନସଭା, ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

‘ରାମ ନାମ ସତ୍ୟ ହେ’ରେ କମ୍ପିଲା ବିଧାନସଭା, ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ
March 18
11:58 2026

ଭୁବନେଶ୍ୱର,୧୮/୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି।
‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର। SCB ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି କରିଛନ୍ତି। ଏହାସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଫଳରେ ପ୍ରଶ୍ନକାଳ ଚାଲିପାରି ନାହିଁ। ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ ରଖିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031