Indus Valley Times

‘ଲକ୍ଷପତି ଦିଦି ଯୋଜନା’ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍

 Breaking News

‘ଲକ୍ଷପତି ଦିଦି ଯୋଜନା’ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍

February 16
18:28 2025

ଭୁବନେଶ୍ବର,୧୬/୨: ରାଜ୍ୟରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ସହ ଆର୍ଥିକ ଅଭିବୃଦ୍ଧି ପାଇଁ ‘ଲକ୍ଷପତି ଦିଦି ଯୋଜନା’ ର୍କାଂ୍ୟକାରୀ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବିବୃତି ଦେଇଥିଲେ। ତାଙ୍କ ବିବୃତି ହଜାର ହଜାର ମହିଳା ତାଙ୍କୁ ଭେଟିଛନ୍ତି।
ରବିବାର କମ୍ୟୁନିଟି ସପୋର୍ଟ ଷ୍ଟାଫ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି କୃତଜ୍ଞତା ସହ ଧନ୍ୟବାଦ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟ ସରକାର ୨୦୨୭ ମସିହା ସୁଦ୍ଧା ୨୫ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରିବାପାଇଁ ଲକ୍ଷ୍ୟ ରଖିଛନ୍ତି। ନିଜେ ଲକ୍ଷପତି ହେବା ସହିତ ଅନ୍ୟମାନଙ୍କୁ ମଧ୍ୟ ଲକ୍ଷପତି ହେବା ପାଇଁ ସାହାଯ୍ୟ କରନ୍ତୁ।
ଲକ୍ଷପତି ଦିଦି ଯୋଜନା ହେଉଛି ପ୍ରଧାନମନ୍ତ୍ରୀଙ୍କର ଏକ ଯୁଗାନ୍ତକାରୀ ସ୍ବପ୍ନ। ‘ସୁଭଦ୍ରା’ ଯୋଜନାରେ ମିଳୁଥିବା ସହାୟତା ରାଶିକୁ ବିଭିନ୍ନ ବ୍ୟବସାୟରେ ବିନିଯୋଗ କରି ଘରର ରୋଜଗାର ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031