Indus Valley Times

ସ୍ଥିତି ଉପରେ ନଜର ରଖିଛି, ସମୟ ଆସିଲେ ଜବାବ ଦେବି: ପ୍ରଦୀପ ପାଣିଗ୍ରାହୀ

 Breaking News

ସ୍ଥିତି ଉପରେ ନଜର ରଖିଛି, ସମୟ ଆସିଲେ ଜବାବ ଦେବି: ପ୍ରଦୀପ ପାଣିଗ୍ରାହୀ

ସ୍ଥିତି ଉପରେ ନଜର ରଖିଛି, ସମୟ ଆସିଲେ ଜବାବ ଦେବି: ପ୍ରଦୀପ ପାଣିଗ୍ରାହୀ
January 08
18:00 2025

ଭୁବନେଶ୍ୱର,୮/୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ସାଂସଦ।
ପ୍ରଦୀପ କହିଛନ୍ତି, ” ସେମାନେ ମୋତେ ଦଳରୁ ବହିଷ୍କାର କଲେ ତାଙ୍କୁ ରାଜ୍ୟବାସୀ ବହିଷ୍କାର କରିଛନ୍ତି। ଆଗକୁ ଓଡ଼ିଆ ନୂଆ ବର୍ଷ ଆସୁଛି, ସେତେବେଳେ ସବୁ ପାଞ୍ଜି ଖୋଲିଦେବି। ନିଜର ଗିରଫରେ ଜଣେ ବରିଷ୍ଠ ଓଚଝଙ୍କ ନାଁ ନେଇ ମଧ୍ୟ ସେ ଆକ୍ଷେପ କରିଥିଲେ। ସମ୍ପୃକ୍ତ ଓଚଝଙ୍କୁ ଟାର୍ଗେଟ୍ କହିଥିଲେ ସେ ମୋତେ ଗିରଫ କରିବାରୁ ପୁରସ୍କାର ପାଇ କମିଶନର ହେଲେ।”
ସେହିଭଳି କାର୍ତ୍ତିକ ପାଣ୍ଡିଆନଙ୍କୁ ”ଗୋଟିଏ ମ୍ୟାଟେରିଆଲ୍ କି କହି ଛିଗୁଲେଇଥିଲେ ପ୍ରଦୀପ। ସରକାରର ଥିବା ସମୟରେ ନବୀନ ବାବୁ ଓଡ଼ିଶାକୁ ଲୁଟ୍ ପାଇଁ ତାଙ୍କୁ ଠିକା ଦେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ କାର‌୍ୟ୍ୟାଳୟକୁ ଦୁର୍ନୀତିର ହବ୍ କରାଯାଇଥିଲା।”

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031