Indus Valley Times

୧୮ରେ ଖୋଲିବ ସ୍କୁଲ; ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ

 Breaking News

୧୮ରେ ଖୋଲିବ ସ୍କୁଲ; ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ

୧୮ରେ ଖୋଲିବ ସ୍କୁଲ; ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ
June 15
13:27 2024

ଭୁବନେଶ୍ବର, ୧୫/୬: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30