Indus Valley Times

୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ

 Breaking News

୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ

୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ
March 31
11:00 2024

ଭୁବନେଶ୍ୱର, ୩୧/୩: ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଆଜି ସକାଳୁ କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ହୋଇଛି। ଛତିଶଗଡ଼ ଉପରେ ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି।
ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ୍ ରହିବା ସମ୍ଭାବନା ରହିଛି। ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31