Indus Valley Times

ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା

 Breaking News

ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା

ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା
September 12
11:59 2024

ଭୁବନେଶ୍ୱର,୧୨/୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି।
ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି। ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ସେହିପରି ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା। ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930