Indus Valley Times

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଫର୍ମ ପୂରଣ

 Breaking News

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଫର୍ମ ପୂରଣ

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଫର୍ମ ପୂରଣ
November 08
11:33 2025

କଟକ, ୮/୧୧: ଆଜିଠୁ ଆରମ୍ଭ ହେବ ମାଟ୍ରିକ ଫର୍ମ ପୂରଣ। ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ। ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନ ଜରିଆରେ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଏଥିପାଇଁ ଫର୍ମ ପୂରଣ କରିବେ। ଫର୍ମ ପୂରଣର ଶେଷ ତାରିଖ ୨୨ ତାରିଖ ଧାର‌୍ୟ୍ୟ କରାଯାଇଛି।
ସୂଚନାଯୋଗ୍ୟ ମାଟ୍ରିକ ପରୀକ୍ଷାରେ ମୋଟ ୬ଟି ବିଷୟରେ ୬୦୦ ମାର୍କ ପରୀକ୍ଷା ହେବ। ଙ୍ଗଙ୍ଗଙ୍ଗ.ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭ ରେ ଲଗଇନ୍ କରି ଫର୍ମପୂରଣ କରିବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀ ବିଦ୍ୟାଳୟର ମୁଖ୍ୟଙ୍କ ମାଧ୍ୟମରେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରିପାରିବେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930