Indus Valley Times

ଇଚ୍ଛାପୁର ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆୟୋଜନର ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ

 Breaking News

ଇଚ୍ଛାପୁର ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆୟୋଜନର ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ

ଇଚ୍ଛାପୁର ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଆୟୋଜନର ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ
September 11
09:13 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୧/୯: ବୁଧବାର ଦିନ ୧ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ବ୍ଲକ ବଢିଗାଁ ଗ୍ରାମ ପଞ୍ଚାୟତର ଅନ୍ତର୍ଗତ ଇଚ୍ଛାପୁର ଗ୍ରାମକୁ ପରିଦର୍ଶନ କରିଥିଲେ ।
ଉକ୍ତ ଗ୍ରାମରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନ୍ତର୍ଗତ ହେବାକୁ ଥିବା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ପାଇଁ ଚାଲିଥିବା ଗାତ ଖୋଳା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ ।
ଜିଲ୍ଲାପାଳଙ୍କ ଗସ୍ତ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଏବଂ ବିଭିନ୍ନ୍ ବିଭାଗର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930