Indus Valley Times

ଓଏସଆରଟିସି ସିଏଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ

 Breaking News

ଓଏସଆରଟିସି ସିଏଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ

ଓଏସଆରଟିସି ସିଏଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ
August 23
10:55 2024

ଭୁବନେଶ୍ବର, ୨୩/୮: ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ସୂଚନା ମିଳିଛି।
ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ କରୁଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ କରାଯାଉଛି।
ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟ, ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ତାଙ୍କର ପଳାଶୁଣୀ ଘରଟି ଭଡ଼ାରେ ଲାଗିଥିବା ପ୍ରାଥମିକ ସୂଚନା ରହିଛି। ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031