Indus Valley Times

ଖରା ନକମିଲେ ବଢ଼ିପାରେ ସ୍କୁଲ ଛୁଟି, ପରିସ୍ଥିତିକୁ ଦେଖି ନିଆଯିବ ନିଷ୍ପତ୍ତି

 Breaking News

ଖରା ନକମିଲେ ବଢ଼ିପାରେ ସ୍କୁଲ ଛୁଟି, ପରିସ୍ଥିତିକୁ ଦେଖି ନିଆଯିବ ନିଷ୍ପତ୍ତି

ଖରା ନକମିଲେ ବଢ଼ିପାରେ ସ୍କୁଲ ଛୁଟି, ପରିସ୍ଥିତିକୁ ଦେଖି ନିଆଯିବ ନିଷ୍ପତ୍ତି
June 05
12:35 2026

ଭୁବନେଶ୍ୱର,୫/୬: ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।
ପ୍ରକାଶ ଥାଉକି, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୭ରୁ ସ୍କୁଲ୍ ଛୁଟି ଘୋଷଣା କରାଯାଇଥିଲା।
ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଥିଲେ। ଏହି ଛୁଟି ଜୁନ୍ ୨୨ ପର‌୍ୟ୍ୟନ୍ତ ଥିଲା। କିନ୍ତୁ ଖରା ସ୍ଥିତି ଉପରେ ନିର୍ଭର କରି ଏହା ବଦଳିପାରେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930