Indus Valley Times

ଗାନ୍ଧୀନଗର ଶ୍ମଶାନରେ ହୀରାବେନ୍ ଙ୍କ ଶେଷକୃତ୍ୟ ସମ୍ପନ୍ନ

 Breaking News

ଗାନ୍ଧୀନଗର ଶ୍ମଶାନରେ ହୀରାବେନ୍ ଙ୍କ ଶେଷକୃତ୍ୟ ସମ୍ପନ୍ନ

December 30
10:16 2022

ଗାନ୍ଧୀନଗର, ୩୦/୧୨: ଶୁକ୍ରବାର ଦିନ ପୂର୍ବାହ୍ନରେ ଗାନ୍ଧୀନଗରସ୍ଥିତ ଶ୍ମଶାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାଆ ହୀରାବେନ୍ ମୋଦୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମାଆଙ୍କ ଚିତାରେ ନିଆଁ ଦେବା ପରେ ଯୋଡ଼ହସ୍ତ କରି ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ।
ଶୋକାଭିଭୂତ ପ୍ରଧାନମନ୍ତ୍ରୀଙ୍କ ପାଖରେ ଥିଲେ ତାଙ୍କ ଭାଇ ସୋମାଭାଇ ଏବଂ ପରିବାରର ଅନ୍ୟ ସଦସ୍ୟମାନେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନ୍ୟାନ୍ୟ ଆତ୍ମୀୟସ୍ବଜନ ଏବଂ ଗୁଜରାଟର ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ମଶାନରେ ଉପସ୍ଥିତ ଥିଲେ।
ଗାନ୍ଧୀନଗର: ଆଜି ପୂର୍ବାହ୍ନରେ ଗାନ୍ଧୀନଗରସ୍ଥିତ ଶ୍ମଶାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାଆ ହୀରାବେନ୍ ମୋଦୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମାଆଙ୍କ ଚିତାରେ ନିଆଁ ଦେବା ପରେ ଯୋଡ଼ହସ୍ତ କରି ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ।
ଶୋକାଭିଭୂତ ପ୍ରଧାନମନ୍ତ୍ରୀଙ୍କ ପାଖରେ ଥିଲେ ତାଙ୍କ ଭାଇ ସୋମାଭାଇ ଏବଂ ପରିବାରର ଅନ୍ୟ ସଦସ୍ୟମାନେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନ୍ୟାନ୍ୟ ଆତ୍ମୀୟସ୍ବଜନ ଏବଂ ଗୁଜରାଟର ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ମଶାନରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031