Indus Valley Times

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା

 Breaking News

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା
January 04
14:56 2025

ଭୁବନେଶ୍ୱର, ୪/୧ : ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇନାହାନ୍ତି।
ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା। କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ।
ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି। ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ୱନ୍ଦ୍ୱ ପାଇଁ ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930