Indus Valley Times

ଜୁନ୍ ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ୨୨ରେ ବିଜେପି ସଭାପତି ଜେପି ନଡ୍ଡା

 Breaking News

ଜୁନ୍ ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ୨୨ରେ ବିଜେପି ସଭାପତି ଜେପି ନଡ୍ଡା

ଜୁନ୍ ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ୨୨ରେ ବିଜେପି ସଭାପତି ଜେପି ନଡ୍ଡା
June 02
15:56 2023

ଭୁବନେଶ୍ବର,୨/୬: ଜୁନ୍ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେପିର ମହାଜନସମ୍ପର୍କ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031