Indus Valley Times

ଡିସେମ୍ଵରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ,୨୦୨୪ ମିଶନ ପାଇଁ ସମୀକ୍ଷା ସହ ବରିଷ୍ଠ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା

 Breaking News

September 09
12:24 2022

ଭୁବନେଶ୍ୱର,୯/୯: ୨୦୨୪ ପାଇଁ ଅଣ୍ଟା ଭିଡୁଛି କଂଗ୍ରେସ । ନିଜ ମିଶନ ପୂରା କରିବାକୁ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି । ଏବେ କଂଗ୍ରେସ ପକ୍ଷରୁ ଭାରତ ଯୋଡୋ ଅଭିଯୋନକୁ ଜୋରଦାର କରାଯାଇଛି । ଓଡିଶାରେ ମଧ୍ୟ କଂଗ୍ରେସ ତାର ସ୍ଥିତି ମଜଭୁତ କରିବାକୁ ପ୍ରୟାସ ଆରମ୍ଭ କରିଛି ।
ଏହି ପରିପ୍ରେକ୍ଷୀରେ ଆସନ୍ତା ଡିସେମ୍ୱରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ସାଙ୍ଗଠନିକ ସ୍ଥିତିର ସମୀକ୍ଷା ସହ ବରିଷ୍ଠ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ତୃଣମୂଳ ସ୍ତରରେ ଦଳର ସ୍ଥିତି ମଜବୁତ ପାଇଁ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର । ଏନେଇ ସୂଚନା ଦେଇଛନ୍ତି ବିଧାୟକ ସୁରେଶ ରାଉତରାୟ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031