Indus Valley Times

ତେଲ ଦର କମିବାରୁ ହ୍ରାସ ପାଇଲା ବସ୍ ଭଡ଼ା

 Breaking News

ତେଲ ଦର କମିବାରୁ ହ୍ରାସ ପାଇଲା ବସ୍ ଭଡ଼ା

ତେଲ ଦର କମିବାରୁ ହ୍ରାସ ପାଇଲା ବସ୍ ଭଡ଼ା
May 26
19:55 2022

ଭୁବନେଶ୍ୱର, ୨୬/୫: କମିଲା ବସ୍ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ୍ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି।
ଅର୍ଡିନାରୀ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୯ ପଇସା ହୋଇଛି। ଏକ୍ସପ୍ରେସ ବସ୍ର ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୩ ପଇସାକୁ ଖସିଛି।
ଡିଲକ୍ସ ବସ୍ ଭଡ଼ା ବି କମିଛି। ପୂର୍ବରୁ ଡିଲକ୍ସ ବସ୍ ଭଡ଼ା କିଲୋମିଟର ପ୍ରତି ୧ଟଙ୍କା ୩୫ ପଇସା ଥିବା ବେଳେ ଏବେ ଏହା ୧ ଟଙ୍କା ୨୯ ପଇସା ହୋଇଛି। ଏସି ଡିଲକ୍ସର ଭଡ଼ା କିମି ପିଛା ୧ଟଙ୍କା ୬୩ ପଇସାରୁ କମି ୧ ଟଙ୍କା ୫୭ ପଇସା ହୋଇଛି।
ସୁପର ପ୍ରିମିୟମ ବସ୍ର ଭଡ଼ା କିମି ପିଛା ୨ ଟଙ୍କା ୫୩ ପଇସା ଥିବା ବେଳେ ଏହା ୨ ଟଙ୍କା ୪୪ପଇସାକୁ ଖସିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031