Indus Valley Times

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ

 Breaking News

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ

ଦିନ ୨ଟା ୩୦ରେ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର; ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ
May 03
16:20 2024

ଭୁବନେଶ୍ୱର,୩/୫: ୨୪ ଘଣ୍ଟାର ବ୍ରେକ୍ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି।
ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି।
ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ କରାଯାଇଛି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031